କରୋନା ଯୁଦ୍ଧ ଜିତିବାକୁ ନବୀନଙ୍କ ୩ ମନ୍ତ୍ର

ଭୁବନେଶ୍ୱର: କରୋନା ଯୁଦ୍ଧ ଜିତିବା ପାଇଁ ୩ଟି ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ। ତ୍ୟାଗ, ସଂଯମ ଓ ଶୃଙ୍ଖଳା ମନ୍ତ୍ର ଦେଲେ ନବୀନ ପଟ୍ଟନାୟକ। ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧିତ କରିବା ଅବସରରେ କରୋନା ବିରୋଧି ଲଢେଇରେ ଜିତିବା ପାଇଁ ଆହ୍ୱାନ ଦେଇଛନ୍ତି।

ନବୀନ କହିଛନ୍ତି ଯେ ରଥଯାତ୍ରା ସାରା ବିଶ୍ୱପାଇଁ ଉଦାହରଣ ସୃଷ୍ଟି କରିଛି। ପୁରୀବାସୀଙ୍କ ସଂଯମ, ତ୍ୟାଗର ତୁଳନା ନାହିଁ। କଟକଣାକୁ ମାନି ପୁରୀବାସୀ ବଡ଼ଦାଣ୍ଡକୁ ଓହ୍ଲାଇ ନାହାନ୍ତି। ପୁରୀ ଆଜି ସାରା ବିଶ୍ୱକୁ ବାଟ ଦେଖାଇଛି।

ସେ ଆହୁରି କହିଛନ୍ତି ଯେ କୋଭିଡ଼ ଯୁଦ୍ଧ ଜିତିବାକୁ ହେଲେ ତ୍ୟାଗ, ସଂଯମ, ଶୃଙ୍ଖଳା ଲୋଡ଼ା। କୋଭିଡ଼ ଗାଇଡ଼ଲାଇନ କଡ଼ାକଡ଼ି ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି। ଗହଳି କରନ୍ତୁନି, ଗହଳିକୁ ଯାଆନ୍ତୁନି ଓ ସର୍ବଦା ମାସ୍କ ପିନ୍ଧନ୍ତୁ। ଆପଣ ସଂକ୍ରମିତ ହେଲେ, ଆପଣଙ୍କ ପରିବାର ସଂକ୍ରମିତ ହେବେ ବୋଲି ନବୀନ କହିଛନ୍ତି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like