• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ବାଲେଶ୍ୱର: ନେସ୍କୋ ସ୍କ୍ରାପ୍ ଚୋରି ଘଟଣାରେ ସହଦେବଖୁଣ୍ଟା ପୁଲିସ୍ ୩ଜଣ ନେସ୍କୋ କର୍ମଚାରୀଙ୍କୁ ଗିରଫ କରିଛି। ଗିରଫ ତିନି ଜଣ ହେଲେ ତତ୍କାଳୀନ ନିର୍ବାହ ଯନ୍ତ୍ରୀ ଚିତ୍ତରଞ୍ଜନ ମିସ୍ତ୍ରୀ, ରାଜେନ୍ଦ୍ର କୁମାର ଖିଲାର ଓ ସତ୍ୟବ୍ରତ ଦାସ। ଗିରଫ ପରେ ୩ ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

ଗତ ୧୪ ଡିସେମ୍ବର ୨୦୧୮ରେ ନେସ୍କୋରୁ ଲକ୍ଷାଧିକ ଟଙ୍କାର ସ୍କାର୍ପ ଚୋରି ହୋଇଥିବା ଅଭିଯୋଗ ଆଣିଥିଲେ ନେସ୍କୋ କାର୍ଯ୍ୟନିର୍ବାହୀ ଅଧିକାରୀ ଅନନ୍ତ ନାରାୟଣ ବିଶୋଇ। ପରେ ଇଲେକ୍ଟ୍ରିକ୍ ଭିଜିଲାନ୍ସ ବିଭାଗ ପକ୍ଷରୁ ତଦନ୍ତ କରି ରିପୋର୍ଟ ପ୍ରଦାନ କରାଯାଇଥିଲା। ରିପୋର୍ଟ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ସହଦେବଖୁଣ୍ଟା ପୁଲିସ୍। ଘଟଣାରେ ଅନ୍ୟ ନେସ୍କୋ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇପାରେ ବୋଲି ପୁଲିସ୍ କହିଛି।

3-men-arrested-by-police-in-nesco-scrap-stealing-case112
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories