ସ୍କ୍ରାପ୍ ଚୋରି ଘଟଣାରେ ୩ ନେସ୍କୋ କର୍ମଚାରୀ ଗିରଫ

ବାଲେଶ୍ୱର: ନେସ୍କୋ ସ୍କ୍ରାପ୍ ଚୋରି ଘଟଣାରେ ସହଦେବଖୁଣ୍ଟା ପୁଲିସ୍ ୩ଜଣ ନେସ୍କୋ କର୍ମଚାରୀଙ୍କୁ ଗିରଫ କରିଛି। ଗିରଫ ତିନି ଜଣ ହେଲେ ତତ୍କାଳୀନ ନିର୍ବାହ ଯନ୍ତ୍ରୀ ଚିତ୍ତରଞ୍ଜନ ମିସ୍ତ୍ରୀ, ରାଜେନ୍ଦ୍ର କୁମାର ଖିଲାର ଓ ସତ୍ୟବ୍ରତ ଦାସ। ଗିରଫ ପରେ ୩ ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

ଗତ ୧୪ ଡିସେମ୍ବର ୨୦୧୮ରେ ନେସ୍କୋରୁ ଲକ୍ଷାଧିକ ଟଙ୍କାର ସ୍କାର୍ପ ଚୋରି ହୋଇଥିବା ଅଭିଯୋଗ ଆଣିଥିଲେ ନେସ୍କୋ କାର୍ଯ୍ୟନିର୍ବାହୀ ଅଧିକାରୀ ଅନନ୍ତ ନାରାୟଣ ବିଶୋଇ। ପରେ ଇଲେକ୍ଟ୍ରିକ୍ ଭିଜିଲାନ୍ସ ବିଭାଗ ପକ୍ଷରୁ ତଦନ୍ତ କରି ରିପୋର୍ଟ ପ୍ରଦାନ କରାଯାଇଥିଲା। ରିପୋର୍ଟ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ସହଦେବଖୁଣ୍ଟା ପୁଲିସ୍। ଘଟଣାରେ ଅନ୍ୟ ନେସ୍କୋ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇପାରେ ବୋଲି ପୁଲିସ୍ କହିଛି।

ଆହୁରି ପଢ଼ନ୍ତୁ

ବିଜୁ ଯୁବ ବାହିନୀ ସଦସ୍ୟ ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ

ଭାଙ୍ଗିଲା ରକ୍ଷଣଶୀଳତାର ମଜବୁତ୍ ବାଡ଼; ଝିଅ କାନ୍ଧରେ ମଶାଣି ଗଲେ ବାପା

ପାଟକୁରା ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ବିରୋଧରେ ନକଲି ଭିଡିଓ ଭାଇରାଲ୍

କ୍ରୀଡ଼ାର ପ୍ରାଣ କେନ୍ଦ୍ର କୁହାଯାଉଥିବା ଓଡ଼ିଶାରେ ନାହିଁ କ୍ରୀଡ଼ା ନୀତି

ପ୍ରଶାନ୍ତଙ୍କ ଦୃଢ଼ ଇଛାଶକ୍ତି ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା

ଧୋକା ଦେଲା ମୌସୁମୀ: ଶ୍ରାବଣ ମାସରେ ବିଲ ଫାଟି ଆଁ

ସାପ ସହ ଷ୍ଟଣ୍ଟ କରିବା ମହଙ୍ଗା ପଡ଼ିଲା

ବିଜେପି ସଦସ୍ୟତା ଅଭିଯାନ: ୧୦ ଲକ୍ଷ ଯୁବକଙ୍କୁ ଦଳରେ ସାମିଲ୍‌ କରିବାକୁ ଲକ୍ଷ୍ୟ

ପାଣି ପାଇଁ ତାତିଲେ ଲୋକେ

ପାଟକୁରା ନିର୍ବାଚନ: ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଦାବି କଲା ବିଜେଡି

ଦୁର୍ବୃତ୍ତ ଝାମ୍ପିନେଲେ ସାଢ଼େ ୬ ଲକ୍ଷ ଟଙ୍କା

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିୟନସିପ୍ ; ଫାଇନାଲରେ ଭାରତୀୟ ପୁରୁଷ ଓ ମହିଳା ଟିମ୍

You might also like