କଟକ ସହରରୁ ବାହାରିଲେ ଆଉ ୩ କରୋନା ପଜିଟିଭ

କଟକ: କଟକ ସହରରୁ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

ଗୋଟିଏ ପେଡ୍‌ କ୍ୱାରେଣ୍ଟିନ୍‌, ଗୋଟିଏ ହୋମ୍‌ କ୍ୱାରେଣ୍ଟିନ୍‌ ଓ ଗୋଟିଏ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି।

ଚିହ୍ନଟ ୩ ନୂଆ ପଜିଟିଭ୍‌କୁ ମିଶାଇ କଟକ ସହରରେ ଏଯାବତ୍‌ ୧୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨ଜଣ ସୁସ୍ଥ ହୋଇଥିବାବେଳେ ୧୬୯ଜଣ ଚିକିତ୍ସାଧୀନ ଅଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

You might also like