• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

କଟକ: କଟକ ସହରରୁ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

ଗୋଟିଏ ପେଡ୍‌ କ୍ୱାରେଣ୍ଟିନ୍‌, ଗୋଟିଏ ହୋମ୍‌ କ୍ୱାରେଣ୍ଟିନ୍‌ ଓ ଗୋଟିଏ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି।

ଚିହ୍ନଟ ୩ ନୂଆ ପଜିଟିଭ୍‌କୁ ମିଶାଇ କଟକ ସହରରେ ଏଯାବତ୍‌ ୧୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨ଜଣ ସୁସ୍ଥ ହୋଇଥିବାବେଳେ ୧୬୯ଜଣ ଚିକିତ୍ସାଧୀନ ଅଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି।

3-new-covid19-cases-reported-from-cuttack-city
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories