• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଆସିକା: ବିଲରେ ପୋଖରୀରେ ଖୋଳା ହେଉ ଥିବାବେଳେ ଫୁଟିଲା ବୋମା। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ନୂଆପଲ୍ଲୀ ଗାଁରେ ଏହି ଅଘଟଣ ଘଟିଛି। ଏଥିରେ ୩ଜଣ ଗୁରୁତର ଆହତ ହୋଇଛନ୍ତି।

ଆଜି ସକାଳେ କିଛି ଲୋକ ବିଲରେ କାମ କରୁଥିବା ବେଳେ ହଠାତ୍‌ ବୋମା ବିସ୍ଫୋରଣ ହୋଇଥିଲା। ଏଥିରେ ୩ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପୋଲସରା ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।

ବିଲରେ କିଏ ଓ କାହିଁକି ବୋମା ଲୁଚାଇ ରଖିଥିଲା ତାହା ଜଣାପଡ଼ିନାହଁ। କବିସୂର୍ଯ୍ୟନଗର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

3-persons-injured-while-working-after-explosion-of-a-bomb-on-farmland-in-ganjam-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories