ବିଜୁଳି କାଟରୁ ଗଣ୍ଡଗୋଳ; ୩ RPF  ଯବାନଙ୍କ ସହ ୪ ଗିରଫ

ରାଉରକେଲା: ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳରେ ଏକ ସାଧାରଣ ଘଟଣାକୁ ନେଇ ଗଣ୍ଡଗୋଳ ଘଟଣାରେ ୩ ଜଣ  RPF  ଯବାନ ଗିରଫ ହୋଇଛନ୍ତି। ଏଥିସହିତ ଜଣେଜଣେ ରେଲୱେ କର୍ମଚାରୀଙ୍କୁ ଗିରଫ କରିଛି ବନ୍ଧମୁଣ୍ଡା ପୋଲିସ ।

ସୂଚନାଥାଉ କି, ଗତ ମେ’ ୨୯ ତାରିଖରେ ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳରେ ଦୀର୍ଘ ସମୟ ଧରି ଲାଇନ୍‌ କାଟ ହୋଇଥିଲା। ଘରେ ଲାଇନ୍‌ ନ ଥିବାରୁ  ୩ ଯବାନ ଓ ଜଣେ ରେଳବାଇ କର୍ମଚାରୀ ଉତ୍ତ୍ୟକ୍ତ ହୋଇ ଜଣେ ARM ଓ ଇଲ୍ରେିକାଲ ଡିଭିଜନାଲ ମୁଖ୍ୟଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା।

ଏ ନେଇ ଉଭୟ ୨୯ ତାରିଖରେ ବନ୍ଧମୁଣ୍ଡା ଥାନାରେ ଏତଲା ଦେଇଥିଲେ।  ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରି ଗତ ରାତିରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି।

ଅପରପକ୍ଷେ ଗିରଫ ଜଣେ ଯବାନଙ୍କ ସମ୍ପର୍କୀୟ  ARM ଓ ଇଲେକ୍ଟ୍ରିକାଲ ଡିଭିଜନାଲ ମୁଖ୍ୟଙ୍କ ନାଁରେ ଥାନାରେ ଏତଲା ଦେଇଥିବା ଜଣାଯାଇଛି। ପୁଲିସ୍‌ ଏହାର ବି ଖୋଳତାଡ଼ କରୁଛି।ବି

ଆହୁରି ପଢ଼ନ୍ତୁ

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

You might also like