ରାଜ୍ୟରେ ଦିନକୁ ହେବ ୩ ହଜାର କରୋନା ଟେଷ୍ଟ

ଭୁବନେଶ୍ୱର: ଏପ୍ରିଲ ଶେଷ ସୁଦ୍ଧା ଦିନକୁ ୩ ହଜାର କରୋନା ଟେଷ୍ଟ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ବଲାଙ୍ଗିର, ବାଲେଶ୍ୱର, ବାରିପଦା ଓ କୋରାପୁଟ ଏହିଭଳି ୪ଟି ମେଡିକାଲ କଲେଜରେ ଟେଷ୍ଟିଂ ଲ୍ୟାବ ପ୍ରସ୍ତୁତ କରାଯିବ। ଏଥିସହ ଭୁବନେଶ୍ୱରସ୍ଥିତ ଓୟୁଏଟିରେ ମଧ୍ୟ ହେବ କରୋନା ନମୂନା ପରୀକ୍ଷା। ଜୀବ ବିଜ୍ଞାନ ପ୍ରତିଷ୍ଠାନ-ILS ରେ ଦିନକୁ ୪୫୦ଟି ନମୂନା ଟେଷ୍ଟ୍ କରିବାକୁ ନିଷ୍ପତ୍ତି ନିଆଯାଇଛି।

କରୋନା ମୁକାବିଲାକୁ ଆହୁରି ତ୍ୱରାନ୍ୱିତ କରିବାକୁ ଅନୁଷ୍ଠିତ ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକ ପରେ ଏହି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା। ଆସନ୍ତାକାଲିଠାରୁ କାର୍ଯ୍ୟକ୍ଷମ ହେବ କୋଭିଡ୍ ଅନଲାଇନ ପଞ୍ଜିକରଣ ପୋର୍ଟାଲ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକ ହୋଇଥିଲା  ଏଥିରେ ସ୍ୱାସ୍ଥ୍ୟମନ୍ତ୍ରୀ ନବଦାଶ ମଧ୍ୟ ଯୋଗଦେଇଥିଲେ।

ଆହୁରି ପଢ଼ନ୍ତୁ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

ମିଳିଲାନି କାନ୍ଧ; ଗାଁ ଦାଣ୍ଡରେ ପଡି ରହିଲା ଶବ

ହ୍ୱାଟ୍ସଆପ୍‌ ଜରିଆରେ ଲୋକଙ୍କୁ ମିଳିବ କରୋନା ପରାମର୍ଶ

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

You might also like