ସାଢ଼େ ୩ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ

ଅନୁଗୁଳ: ପୁଣି ଲଜ୍ଜା ବନ୍ତଳ ଥାନା ଅଞ୍ଚଳର ଜଣେ ସାଢ଼େ ୩ ବର୍ଷ ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ପଡ଼ିଶା ଘରେ ରହୁଥିବା ଜଣେ ନାବାଳକ ପୀଡ଼ିତାଙ୍କୁ ଦୁଷ୍କର୍ମ କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ଅଭିଯୁକ୍ତ ନାବାଳକକୁ ଅଟକ ରଖି ତଦନ୍ତ କରୁଛି ପୁଲିସ୍।

You might also like