• translate
Rajalaxmi Sahoo

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

Corona Updates In Odisha:

ଚିହ୍ନଟ ନୂଆ ୩,୦୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୪୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୮୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୬୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୫୬୧ରେ ପହଞ୍ଚିଛି।

Other Stories