Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

ଭୁବନେଶ୍ୱର: ଦିନକରେ ଆକ୍ରାନ୍ତ ହେଲେ ୩୦୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମଧ୍ୟରୁ ୯୦ କ୍ୱାରେଣ୍ଟାଇନ୍‌ରୁ ହୋଇ ଥିବା ବେଳେ ୨୧୫ ଲୋକାଲ୍‌ କେସ ରହିଛି । ଏନେଇ ଟ୍ୱିଟ୍‌ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି ୫୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Bhubaneswar Corona News

ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ? 

ବଡ଼ଗଡ଼ ବ୍ରିଟ୍‌ କଲୋନୀରୁ ୩, ବାପୁଜୀ ନଗରରୁ ୪, ବମିଖାଲ୍‌ରୁ ୩, ବୁଦ୍ଧେଶ୍ୱର କଲୋନୀରୁ ୩, ଚନ୍ଦକାରରୁ ୫, ଚନ୍ଦ୍ରଶେଖରପୁର ଏଚ୍‌ବି କଲୋନୀରୁ ୩, ଟଙ୍କପାଣିରୋଡ଼ରୁ ୩, ବେସରକାରୀ ହସ୍ପିଟାଲ୍‌ର ୯ କର୍ମଚାରୀ, ଜୟଦେବ ବିହାରରୁ ୩, ଜାଗମରାରୁ ୪, ଭିଏସ୍‌ଏସ୍‌ ନଗରରୁ ୪, ହଂସପାଳରୁ ୫, ଗଙ୍ଗତ୍ରି ନଗରରୁ ୩, ଗଙ୍ଗନଗରରୁ ୩, ନୟାପଲ୍ଲୀରୁ ୮, ନୀଳାଦ୍ରି ବିହାରରୁ ୩, ପଳାସପଲ୍ଲୀରୁ ୩, ଆଇଆର୍‌ସି ଭିଲେଜରୁ ୯, ୟୁନିଟ୍‌-୯ରୁ ୪, ପାତ୍ରପଡ଼ାରୁ ୫, ପଟିଆରୁ ୫ ଲୋକାଲ୍‌ କେସ ଚିହ୍ନଟ ହୋଇଛନ୍ତି।

ବିଏମ୍‌ସି ଅଞ୍ଚଳରୁ ଆଜି ସୁଦ୍ଧା ୧୭୯୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩୬୩୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୪୨୧୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like