ଭୁବନେଶ୍ୱରରେ ଆଜି ୩୦୯ କରୋନା ପଜିଟିଭ୍‌ ଚିହ୍ନଟ, ୩୧୭ ସୁସ୍ଥ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୦୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ବିଏମ୍‌ସି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୮୩, ଲୋକାଲ କଣ୍ଟାକ୍ଟ କେସ୍ ୨୨୬ ରହିଥିବା ବିଏମ୍‌ସୁ ଟ୍ୱିଟ୍ କରିଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ ନୟାପଲ୍ଲୀ- ୨୧, ଓଲଡ୍ ଟାଉନ ଓ ପଟିଆ ଅଞ୍ଚଳରୁ ୧୦ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଶୈଳଶ୍ରୀବିହାର ଓ ରସୁଲଗଡ଼ରୁ ୮ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଳ୍ପନା ଓ ଭିଏସ୍ଏସ୍ ନଗରରୁ ୭ ଲେଖାଏଁ, ପୋଖରୀପୁଟରୁ ୫ ଚିହ୍ନଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି  ଆଜି ଭୁବନେଶ୍ୱରରୁ ୩୧୭ ଜଣ କାରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛି।

 

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like