ଭୁବନେଶ୍ୱରରୁ ୩୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ୩୧୨ କରୋନା ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୫୮, ଲୋକାଲ୍ କେସ୍ ୨୫୪ ରହିଛି। ଭୁବନେଶ୍ୱରରୁ ଆଜି ୩୨୯ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (BMC)।

କେଉଁ ଜିଲ୍ଲାରୁ କେତେ:-

ପଟିଆରୁ ୨୨, ନୟାପଲ୍ଲୀରୁ ୧୩, ଝାରପଡ଼ାରୁ ୧୦, ଚନ୍ଦ୍ରଶେଖରପୁରରୁ ୯, ୟୁନିଟ୍-୯ ଓ ୟୁନିଟ୍-୬ରୁ ୮ ଲେଖାଏଁ, ବାପୁଜୀ ନଗରରୁ ୭, ଶୈଳଶ୍ରୀ ବିହାରରୁ ୭, ସହିଦ୍ ନଗରରୁ ୬ ଜଣ ଚିହ୍ନଟ ହୋଇଛନ୍ତି।

ଭୀମଟାଙ୍ଗିରୁ ୫, ସୁନ୍ଦରପଦାରୁ ୫, ୟୁନିଟ୍-୪ରୁ ୫, ନୀଳାଦ୍ରି ବିହାରରୁ ୫, ରସୁଲଗଡ଼ରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like