ଭୁବନେଶ୍ୱରରୁ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, ୩୧୫ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ୩୧୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୯୨, ଲୋକାଲ କଣ୍ଟାକ୍ଟ କେସ୍- ୨୨୭ ରହିଛି। ଆଜି ଆଉ ୩୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

କେଉଁ ଅଞ୍ଚଳରୁ କେତେ:-

ରସୁଲଗଡ଼-୧୬, ପଟିଆ- ୧୩, ଚନ୍ଦ୍ରଶେଖରପୁର ଅଞ୍ଚଳରୁ ୧୦, ୟୁନିଟ-୬ ଅଞ୍ଚଳରୁ ୧୦, ଡୁମୁଡୁମା ଓ ମଞ୍ଚେଶ୍ୱରରୁ ୮ ଲେଖାଏଁ ଚିହ୍ନଟ ରହିଛି।

ଓଲ୍ଡ୍ ଟାଉନ ଓ ବରମୁଣ୍ଡାରୁ ୮ ଲେଖାଏଁ, ପାତ୍ରପଡ଼ାରୁ ୬, ବିଜେବି ନଗର, ୟୁନିଟ-୬ ଅଞ୍ଚଳରୁ ୮ ଲେଖାଏଁ, ରସୁଲଗଡ଼ରୁ ୬ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like