Odisha Flood Update: ବିଭିନ୍ନ ନଦୀରେ ୩୨ଟି ଘାଇ ହୋଇଛି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ନଦୀରେ ବର୍ତ୍ତମାନ ସୁଦ୍ଧା ୩୨ଟି ଘାଇ ସୃଷ୍ଟି ହୋଇଛି। କେବଳ ଯାଜପୁର ଜିଲ୍ଲାରେ ୨୪ଟି ଘାଇ ସୃଷ୍ଟି ହୋଇଛି। ମହାନଦୀ ସିଷ୍ଟମରେ ମଧ୍ୟ ୨ଟି ଘାଇ ସୃଷ୍ଟି ହୋଇଛି। ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ଏହି ସୂଚନା ଦେଇଛନ୍ତି।

ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥଙ୍କ ସୂଚନା ଅନୁସାରେ, ହୀରାକୁଦରେ ଏବେ ୪୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଚାଲିଛି। ଆବଶ୍ୟକ ହେଲେ ହୀରାକୁଦର ଆଉ ୨ଟି ଗେଟ୍ ଖୋଲା ଯାଇପାରେ। ସୁବର୍ଣ୍ଣରେଖା, ବୁଢାବଳଙ୍ଗ, ବୈତରଣୀ ଓ ବ୍ରାହ୍ମଣୀ ନଦୀରେ ସୁଧାର ଆସିଛି।

ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

You might also like