ଭୁବନେଶ୍ୱରରୁ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ, ୩୩୧ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୩୨୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୩, ଲୋକାଲ କଣ୍ଟାକ୍ଟ କେସ୍ ୨୩୮ ରହିଛି। ସେହିପରି ରାଜଧାନୀରୁ ୩୩୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)।

କେଉଁ ଅଞ୍ଚଳରୁ କେତେ:-

ପଟିଆ ଓ ରସୁଲଗଡ଼ରୁ ୧୩ ଲେଖାଏଁ, ଓଲଡ୍ ଟାଉନ୍‌ରୁ ୧୨, ବମିଖାଲ, ଶୈଳଶ୍ରୀବିହାର, ମଞ୍ଚେଶ୍ୱର ଓ ନିଳାଦ୍ରୀବିହାରରୁ ୯ ଲେଖାଏଁ, ଚନ୍ଦ୍ରଶେଖରପୁର ଓ ବରମୁଣ୍ଡାରୁ ୭ ଲେଖାଏଁ, ସୁନ୍ଦରପଦାରୁ ୬,
ଆଚାର୍ଯ୍ୟ ବିହାର-୬, ଡୁମୁଡୁମା, ଲକ୍ଷ୍ମୀସାଗର ଓ ଝାରପଡ଼ାରୁ ୫ ଲେଖାଏଁ ସୁସ୍ଥ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like