• translate
Rajalaxmi Sahoo

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୨୬୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ଆଉ ୯ କରୋନା ରୋଗୀ ଆଖି ବୁଜିଛନ୍ତି । ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Corona Updates In Odisha:

ଚିହ୍ନଟ ନୂଆ ୩,୨୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୬୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୩୦୬ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୮୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଦିନକରେ ୧୦୯୬ ମୃତ, ୩୯ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୬୭୮ରେ ପହଞ୍ଚିଛି।

Other Stories