ଦିନକରେ ସୁସ୍ଥ ହେଲେ ୩୩୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦିନକରେ ସୁସ୍ଥ ହେଲେ ୩୩୮୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଏଯାବତ ରାଜ୍ୟରେ କରୋନା ଆରୋଗ୍ୟଙ୍କ  ସଂଖ୍ୟା ୧୨୨୦୨୪ରେ ପହଞ୍ଚିଛି । ଏନେଇ ଟ୍ୱିଟ୍‌ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

କେଉଁ ଜିଲ୍ଲାରୁ କେତେ ?

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୩ ଜଣ ଅଛନ୍ତି। ସେହିପରି କଟକରୁ ୩୪୪, ବରଗଡ଼ରୁ ୨୬୨, ଯାଜପୁରରୁ ୧୭୭, ମୟୂରଭଞ୍ଜରୁ ୧୭୫, ଭଦ୍ରକରୁ ୧୬୭, ବାଲେଶ୍ୱରରୁ ୧୫୬, ଢେଙ୍କାନାଳରୁ ୧୪୬, ପୁରୀରୁ ୧୧୨, ଜଗତସିଂହପୁରରୁ ୧୦୨, ରାୟଗଡ଼ାରୁ ୯୫, ଗଞ୍ଜାମରୁ ୯୪, ସମ୍ୱଲପୁରରୁ ୯୪, ଅନୁଗୋଳରୁ ୯୧, ନୟାଗଡ଼ରୁ ୯୦, ସୋନପୁରରୁ ୯୦, ବଲାଙ୍ଗିରରୁ ୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ସେହିପରି ନବରଙ୍ଗପୁରରୁ ୭୦, ସୁନ୍ଦରଗଡ଼ରୁ ୭୦, ଝାରସୁଗୁଡ଼ାରୁ ୬୮, କେନ୍ଦ୍ରାପଡ଼ାରୁ ୬୪, କୋରାପୁଟରୁ ୬୪, କେନ୍ଦୁଝରରୁ ୫୧, କନ୍ଧମାଳରୁ ୪୫, ନୂଆପଡ଼ାରୁ ୪୦, କଳାହାଣ୍ଡିରୁ ୩୯, ଗଜପତିରୁ ୨୯, ବୌଦ୍ଧରୁ ୨୭, ମାଲକାନଗିରିରୁ ୨୫ ଓ ଦେବଗଡ଼ରୁ ୧୨ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like