କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ୩୫ ଜଣ ଫେରାର

ରାୟଗଡା: ରାୟଗଡ଼ା କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ୨ ଦିନରେ ୩୫ ଜଣ ଫେରାର। କେରୋନା ଓ ଅମ୍ବାଦଳା କ୍ୱାରେଣ୍ଟାଇନ୍‌ ସ୍ଥଳୀରେ ଘଟିଛି। ଏହି ଘଟଣା  ଅମ୍ବାଦଳା କ୍ୱାରେଣ୍ଟିନ୍ ସେଣ୍ଟରରୁ ୧୬ ଶ୍ରମିକ ଚମ୍ପଟ୍ ମାରିଛନ୍ତି। ଏମାନେ ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡିର ବୋଲି ଜଣାପଡିଛି।

ସେହିପରି ଗତ ୨୨ ତାରିଖରେ କେରଡ଼ା ସ୍ଥିତ କ୍ୱାରେଣ୍ଟାଇନ୍‌ ଆଶ୍ରୟସ୍ଥଳରୁ ୧୯ ଜଣ ବ୍ୟକ୍ତି ଝରକା ଭାଙ୍ଗି ଚମ୍ପଟ ମାରିଥିଲେ। ଏମାନଙ୍କ ମଧ୍ୟରୁ ୧୭ ଜଣ ପଞ୍ଜାବର ଓ ୨ ଜଣ ଉତ୍ତର ପ୍ରଦେଶର ଏମାନେ ସମସ୍ତେ ଟ୍ରକ ଡ୍ରାଉଭର ଓ ହେଲପର ବୋଲି ଜଣାପଡିଛି।

ମାର୍ଚ୍ଚ ୩୦ରେ ଏମାନେ ଆନ୍ଧ୍ର ପଟୁ  ଆସିଥିବାବେଳେ ଶେଷଖାଲ ପୋଲିସ ଦ୍ୱାରା ଧରାପଡି କ୍ୱାରେଣ୍ଟିନ୍ ସେଣ୍ଟରରେ ଥିଲେ। ଏହି ଘଟଣାରେ ଉଭୟ ଶେଷଖାଲ ଓ  ଅମ୍ବାଦଳା ଥାନାରେ ମାମଲା ରୁଜୁ କରାଯାଇଥିବା ରାୟଗଡ଼ା ଏସପି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like