ଖୋଲିଲା ହୀରାକୁଦର ୩୬ ଗେଟ୍

ସମ୍ବଲପୁର: ଏବେ ହୀରାକୁଦ ଡ୍ୟାମ୍‌ର ୩୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଆଜି ସକାଳେ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଥିଲା। ଏହାପରେ ଆଉ ୪ଟି ଗେଟ୍‌ ଖୋଲା ଯାଇଥିଲା। ଫଳରେ ୨୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଥିଲା।

ଏହାପରେ ୩ ଥରରେ ୧୨ଟି ଗେଟ୍‌ ଖୋଲା ହୋଇଛି। ବର୍ତ୍ତମାନ ୩୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ତେବେ ହୀରାକୁଦରୁ ଛଡାଯାଉଥିବା ବନ୍ୟା ଜଳ ମୁଣ୍ଡଳିକୁ ପହଞ୍ଚିବା ପାଇଁ ୩୬ ଘଣ୍ଟା ଲାଗିଥାଏ।

ହୀରାକୁଦରୁ ୧୧୫ କିଲୋମିଟର ଦୂରରେ ରହିଛି ଖଇରମାଲ। ଏଠାରେ ହୀରାକୁଦ ଜଳ ପହଞ୍ଚିବା ପାଇଁ ଲାଗିଥାଏ ୧୨ରୁ ୧୮ ଘଣ୍ଟା।

ଖଇରମାଳରୁ ବରମୂଳ ୧୦୬ କିମି ଦୂରତାକୁ ୧୨ରୁ ୧୬ ଘଣ୍ଟା ଏବଂ ବରମୂଳରୁ ମୁଣ୍ଡଳିରେ ପାଣି ପହଞ୍ଚିବାକୁ ୧୨ରୁ ୧୬ ଘଣ୍ଟା ଲାଗିଥାଏ।

ଆହୁରି ପଢ଼ନ୍ତୁ

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

You might also like