୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୭୨୨

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

Corona Updates In Odisha:

ଚିହ୍ନଟ ନୂଆ ୩,୬୩୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୧୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୭୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୪୧୧ରେ ପହଞ୍ଚିଛି।

You might also like