ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗୋଟିଏ ଦିନରେ ଭୁବନେଶ୍ୱର ମହାନଗରରେ ୩୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫୬ ସୁସ୍ଥ ହୋଇଛନ୍ତି। ଏନେଇ ବିଏମ୍‌ସି ଟ୍ୱିଟ୍ କରି ସୂଚନା ଦେଇଛି। ୩୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୨୯୪ଟି ଲୋକାଲ ରହିଥିବା ବେଳେ କ୍ୱାରେଣ୍ଟିନରୁ ୭୫ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱରର ଶୈଳଶ୍ରୀ ବିହାରରୁ ଆଜି ସର୍ବାଧିକ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ବ୍ୟତୀତ ସହିଦନଗରରୁ ୧୩, ଚନ୍ଦ୍ରଶେଖରପୁରରୁ ୧୨, ପଟିଆରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବିଏମ୍‌ସି ସୂଚନା ଦେଇଛି।

ସେହିପରି ରସୁଲଗଡ଼ ୧୨, ବମିଖାଲ ୧୦, ଲକ୍ଷ୍ମୀସାଗର ୯, ପୋଖରୀପୁଟରୁ ୯ ଚିହ୍ନଟ ହୋଇଥିବା ବେଳେ ନୀଳାଦ୍ରିବିହାର ୭, ବଡ଼ଗଡ଼ ୬, ପଳାସପଲ୍ଲୀ ୬, ୟୁନିଟ ୮ରୁ ୬ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like