Odisha Corona Update: ଦିନକରେ ୩,୭୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୭୪୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Corona Updates In Odisha:

ଚିହ୍ନଟ ନୂଆ ୩,୭୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୧୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୫୩୮ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୬୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୫୧୩୦ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like