ଦିନକରେ ଓଡ଼ିଶାରେ ୩,୭୭୭ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରେ କେବଳ ୮୧୫

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୭୭୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Corona Updates In Odisha:

ଚିହ୍ନଟ ନୂଆ ୩,୭୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୯୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୫୮୬ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୮୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬୮୯୪ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like