Coronavirus Odisha Update: ୨୪ ଘଣ୍ଟାରେ ୩,୯୯୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୯୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Corona Updates In Odisha:

ଚିହ୍ନଟ ନୂଆ ୩,୯୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୫୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୬୩୭ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୬୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୧୧୭ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like