• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ୨୦୧୯ ମହାସଂଗ୍ରାମର ଦୁଇଟି ପର୍ଯ୍ୟାୟ ମତଦାନ ସରିଥିବା ବେଳେ ଏପ୍ରିଲ ୨୩ରେ ହେବ ତୃତୀୟ ପର୍ଯ୍ୟାୟ ମତଦାନ। ଏଥିପାଇଁ ଆସନ୍ତାକାଲି ସଂଧ୍ୟାରେ ପ୍ରଚାର ସରୁଛି।

ହାତରେ ମାତ୍ର ଆଉ ଦୁଇ ଦିନ ଥିବାରୁ ବିଭିନ୍ନ ଦଳର ପ୍ରାର୍ଥୀମାନେ ସେମାନଙ୍କର ନିର୍ବାଚନ ପ୍ରଚାର ଜୋରଦାର କରିଛନ୍ତି। ତୃତୀୟ ପର୍ଯ୍ୟାୟରେ ୧୪ଟି ରାଜ୍ୟ ଓ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳର ୧୧୬ଟି ଲୋକସଭା ଆସନରେ ଭୋଟ୍ ଗ୍ରହଣ ହେବ।

ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଆସନ - ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଏବଂ ଏହି ସବୁ ଆସନ ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ।

3rd-phase-odisha-election-campaigning
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories