ଦକ୍ଷିଣ ଉପକୂଳ ଓଡ଼ିଶାରେ ଘୂର୍ଣ୍ଣିବଳୟ ; ରାଜ୍ୟରେ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର : ଦକ୍ଷିଣ ଉପକୂଳ ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଅଛି। ଆଗାମୀ ୪-୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ।

ଗତକାଲି କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ତେବେ ମୌସୁମୀ ପ୍ରଭାବରେ ରାଜ୍ୟରେ ଯେତେ ପରିମାଣର ବର୍ଷା ହେବା କଥା ଏବେ ସୁଧା ହୋଇନି।

You might also like