ଭୁବନେଶ୍ୱରରୁ ସାଢ଼େ ୪ କିଲୋ ଧଳାଜହର ଜବତ

ଭୁବନେଶ୍ୱର: ରାଜଧାନୀରୁ ଜବତ ହେଲା ସାଢ଼େ ୪ କିଲୋ ବ୍ରାଉନସୁଗାର। ରସୁଲଗଡ଼ ଛକରୁ ଆଜି ଏତେ ପରିମାଣର ବ୍ରାଉନସୁଗାର ଜବତ କରିଛି ଏସଟିଏଫ୍। ଯାହାକି ଏସଟିଏଫ୍ ପାଇଁ ବଡ଼ ସଫଳତା ବୋଲି ପୋଲିସ ଡିଜି କହିଛନ୍ତି।

ସେପଟେ ଗତ ୬ ମାସ ଭିତରେ ରାଜ୍ୟରୁ ମୋଟ ୧୨ କିଲୋ ବ୍ରାଉନସୁଗାର ଜବତ ହୋଇଛି, ଯାହା ଓଡ଼ିଶା ପୋଲିସ ୨୦୧୬ରୁ ୨୦୧୯ ୩ ବର୍ଷ ମଧ୍ୟରେ ଜବତ କରିଥିବା ବ୍ରାଉନସୁଗାର ପରିମାଣ ସହ ଏହା ସମାନ ବୋଲି କହିଛନ୍ତି ଡିଜି।

ଏପଟେ ଆଜି ରାଜଧାନୀ ଉପକଣ୍ଠ ବଡ଼ରଘୁନାଥପୁରରୁ ବି ୭୦୬ ଗ୍ରାମର ବ୍ରାଉନ୍ ସୁଗାର ଜବତ କରିଛି କମିଶନରେଟ୍ ପୋଲିସ। ଏ ମାମଲାରେ ୨ ଜଣଙ୍କୁ ଗିରଫ ସହ ଏକ ଦାମୀ କାର, ସ୍କୁଟି ଓ ୩ ମୋବାଇଲ ବି ଜବତ କରିଛି। ଏମାନେ ଜଳେଶ୍ୱରରୁ ବ୍ରାଉନସୁଗାର ଆଣି ଭୁବନେଶ୍ୱରରେ ବିକ୍ରି କରୁଥିବା ବେଳେ ଜଟଣୀ ପୋଲିସ ଓ କ୍ୟୁଏଟି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଚଢାଉ କରିଥିଲା।

ଆହୁରି ପଢ଼ନ୍ତୁ

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

You might also like