• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭଦ୍ରକ(ପାର୍ଥ ସାରଥୀ ନାୟକ): ରାସ୍ତାକଡ଼ରେ ଥିବା ଏକ ଗ୍ୟାରେଜରେ ଜଳିଗଲା ୪ଟି ବସ୍ ଓ ଗୋଟିଏ ସ୍କର୍ପିଓ ଗାଡ଼ି। ସୌଭାଗ୍ୟବଶତଃ, ବସ୍‌ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଭଦ୍ରକ ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥର ଡାହାଣୀଗଡ଼ିଆ ଛକ ନିକଟରେ ଥିବା ହରିଶଙ୍କର ଗ୍ୟାରେଜରେ ଏହି ଅଗ୍ନିକାଣ୍ଡ ଘଟିଛି।

ସୂଚନା ଅନୁସାରେ, ବିଳମ୍ବିତ ରାତିରେ ଗ୍ୟାରେଜ୍‌ରେ ନିଆଁ ଲାଗିଯିବା ଦେଖି ସ୍ଥାନୀୟ ଲୋକେ ବସ୍‌ ଭିତରେ ଶୋଇଥିବା କର୍ମଚାରୀଙ୍କୁ ଏସମ୍ପର୍କରେ ଆଲର୍ଟ କରାଇଥିଲେ। ଏହାପରେ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ୩ଟି ଦମକଳ ବାହିନୀ ଗାଡ଼ି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲେ ଓ ୩ ଘଣ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଥିଲା।

https://youtu.be/UgYrRrbjSf8

ନିଆଁ ଲାଗିବା ଜାଣି ବସ୍ ଭିତରେ ଶୋଇଥିବା ବସ୍ କର୍ମଚାରୀ ଜୀବନ ବିକଳରେ ବାହାରକୁ ଦୌଡ଼ି ପଳାଇଥିଲେ। ଫଳରେ ସୌଭାଗ୍ୟବଶତଃ, ତାଙ୍କ ଜୀବନ ବଞ୍ଚି ଯାଇଥିଲା। କେଉଁ କାରଣ ଯୋଗୁ ଅଗ୍ନିକାଣ୍ଡ ଘଟିଲା ତାହା ଜଣାପଡ଼ି ନାହିଁ।

4-buses-1-car-gutted-after-major-fire-breaks-out
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories