ଗଞ୍ଜାମରେ ୪ କରୋନା ଯୋଦ୍ଧା ଆଖି ବୁଜିଲେ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ ଆଖି ବୁଜିଲେ ୪ କରୋନା ଯଦ୍ଧା ।  ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ।

ସୂଚନାଥାଉ କି, ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେଉଛି। ଆଜି ରାଜ୍ୟରେ ରାଜ୍ୟରେ ଅଜି ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୫୬ କରୋନା ପଜିଟିଭ।  ଗଜିଲ୍ଲାରେ ସର୍ବାଧିକ ୧୬୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ମିଶାଇ ରାଜ୍ୟରେ ମାଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

Bhubaneswar Corona News: ୩୬୨ କରୋନା ପଜିଟିଭ ଚିହ୍ନଟ, ୨୮୬ ଲୋକାଲ୍‌ କେସ

Corona Update In Odisha: ୨୪ ଘଣ୍ଟାରେ ୪,୨୭୦ ପଜିଟିଭ୍‌ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ରୋଗୀ

ଓଡ଼ିଶାରେ କରୋନା ନେଲା ଆଉ ୭ ଜୀବନ

୨୪ ଘଣ୍ଟାରେ ଓଡ଼ିଶାରୁ ୩,୫୪୩ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

Corona Updates In Odisha: ଦିନକରେ ୩,୨୬୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୮୦୦ରୁ ଅଧିକ

ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ

Corona Updates In Odisha: ଦିନକରେ ଚିହ୍ନଟ ହେଲେ ୩,୨୧୯ କରୋନା ପଜିଟିଭ୍‌

୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ କରୋନା ଆକ୍ରାନ୍ତ‌ ଚିହ୍ନଟ

You might also like