• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ଛକ ନିକଟରେ ଆଜି ସକାଳେ ଏକ ଦୁର୍ଘଟଣା ଘଟିଛି। ଏକାଧିକ ଦୋକାନ ଉପରକୁ ଏକ ଟ୍ରକ୍‌ ଚଢ଼ି ଯିବାରୁ ୪ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ଏକ ପଥର ବୋଝେଇ ଟ୍ରକ୍ ମେଣ୍ଢାଶାଳ ଛକ ନିକଟରେ ଥିବା ଏକାଧିକ ଦୋକାନ ଉପରକୁ ଚଢ଼ି ଯାଇଥିଲା। ଏହାପରେ ଟ୍ରକ୍‌ଟି‌ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୪ ଗୁରୁତରଙ୍କୁ ମେଣ୍ଢାଶାଳ ମେଡିକାଲରେ ଭର୍ତ୍ତି କରାଯାଇଛି।

4-critical-after-a-stone-laden-truck-rams-into-shops-in-bhubaneswar-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories