ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ଛକ ନିକଟରେ ଆଜି ସକାଳେ ଏକ ଦୁର୍ଘଟଣା ଘଟିଛି। ଏକାଧିକ ଦୋକାନ ଉପରକୁ ଏକ ଟ୍ରକ୍‌ ଚଢ଼ି ଯିବାରୁ ୪ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ଏକ ପଥର ବୋଝେଇ ଟ୍ରକ୍ ମେଣ୍ଢାଶାଳ ଛକ ନିକଟରେ ଥିବା ଏକାଧିକ ଦୋକାନ ଉପରକୁ ଚଢ଼ି ଯାଇଥିଲା। ଏହାପରେ ଟ୍ରକ୍‌ଟି‌ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୪ ଗୁରୁତରଙ୍କୁ ମେଣ୍ଢାଶାଳ ମେଡିକାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like