୪ ଦିନ ସଟଡାଉନ ହେବ ଏହି ଜିଲ୍ଲା

ଢେଙ୍କାନାଳ: କରୋନା ପାଇଁ ଢେଙ୍କାନାଳ(Dhenkanal) ପୌରାଞ୍ଚଳକୁ ୪ ଦିନିଆ ସଟଡାଉନ ଘୋଷଣା କରାଯାଇଛି। ଗତ ୧୦ ଦିନ ଭିତରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବାରୁ କାଲିଠାରୁ ୩୦ ତାରିଖ ଯାଏ ୪ ଦିନ ସଟଡାଉନ ରହିବ। ଢେଙ୍କାନାଳ ଟାଉନ ପୌରାଞ୍ଚଳର ସମସ୍ତ ୨୩ଟି ଓ୍ୱାର୍ଡରେ ସଟଡାଉନ ଲାଗୁ ହେବ।

ପ୍ରଶାସନ ପକ୍ଷରୁ କାଲି ଓ ୨୮ ତାରିଖ ସଟଡାଉନ ଘୋଷଣା କରାଯାଇଛି। ସେପଟେ ସପ୍ତାହାନ୍ତ ସଟଡାଉନ ପାଇଁ ୨୯ ତାରିଖ ଶନିବାର ଓ ୩୦ ତାରିଖ ରବିବାର ସହର ବନ୍ଦ ରହିବ । ଚାରି ଦିନ ପାଇଁ ପୌରଞ୍ଚଳ ସଟଡାଉନ ହେଉଥିବାରୁ ଆଜି ସଂଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ ବୋଲି ପୌର ପ୍ରଶାସନ ଘୋଷଣା କରିଛି। ୪ ଦିନ ସଟଡାଉନ ହେଉଥିବା ଖବର ଜଣାପଡ଼ିବା ପରେ ମାର୍କେଟରେ ଆଜି ପ୍ରବଳ ଗହଳି ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଶସ୍ତା ହେଲା କରୋନା ଟେଷ୍ଟ

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like