ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର କମିବା ପରେ ଆଉ ୪ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଏବେ ଡ୍ୟାମ୍‌ର ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।

ଆଜି ସକାଳେ ହୀରାକୁଦ ଡ୍ୟାମ୍‌ର ୩୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିଲା। ପ୍ରଥମେ ୪ଟି ଗେଟ୍‌କୁ ବନ୍ଦ କରାଯାଇଥିବା ବେଳେ ଏହାର କିଛି ଘଣ୍ଟା ପରେ ଆଉ ୪ଟି ଗେଟ୍‌କୁ ବନ୍ଦ କରାଯାଇଥିଲା। ଅର୍ଥାତ୍‌ ୮ଟି ଗେଟ୍‌କୁ ବନ୍ଦ କରାଯାଇଛି। ଏବେ ଡ୍ୟାମ୍‌ର ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।

ହୀରାକୁଦର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ଥିବା ବେଳେ ଏବେ ଜଳସ୍ତର ୬୨୫. ୯୧ ଫୁଟ୍ ରହିଛି। ହୀରାକୁଦ ଡ୍ୟାମ୍‌କୁ ଏବେ ୩ ଲକ୍ଷ ୬୨ ହଜାର ୮୮୪ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ୫ ଲକ୍ଷ ୨୮ ହଜାର ୬୧ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି।

ସେହିପରି କଟକ ମୁଣ୍ଡଳିରେ ୧୦ ଲକ୍ଷ ୨ ହଜାର ୮୨୩ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି।

ଆହୁରି ପଢ଼ନ୍ତୁ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

You might also like