ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍

ସମ୍ୱଲପୁର(ସଞ୍ଜୟ ଜେନା): ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାକୁ ନଜରରେ ରଖି ହୀରାକୁଦ ଜଳ ଭଣ୍ଡାରର ୧୦ଟି ଗେଟ୍ ଖୋଲାଯାଇଛି।  ଗତକାଲି ପର୍ଯ୍ୟାୟକ୍ରମେ ୬ଟି ଗେଟ୍‌ ଖୋଲାଯାଇଥିଲା। ଆଜି ସକାଳେ ପୁଣି ୪ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ୧୦ଟି ଗେଟ୍ ଦେଇ ଡ୍ୟାମରୁ ଜଳ ନିଷ୍କାସନ ଜାରି ରହିଛି।

ବର୍ତ୍ତମାନ ଜଳଭଣ୍ଡାର ଭିତରକୁ ୧ ଲକ୍ଷ ୭୫ହଜାର ୨୪୪ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୩୧ ହଜାର ୫୯ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି।

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like