ଗଞ୍ଜେଇ ଚୋରା ଚାଲାଣରେ ସଂପୃକ୍ତ ୪ ସାମ୍ବାଦିକ ଗିରଫ

ମାଲକାନଗିରି: ଗଞ୍ଜେଇ ଚୋରାଚାଲାଣରେ ସାମ୍ବାଦିକଙ୍କ ସଂପୃକ୍ତି ଅଭିଯୋଗ। ଏହି ଅଭିଯୋଗରେ ଧରାପଡ଼ିଛନ୍ତି ମାଲକାନଗିରି ଜିଲ୍ଲାର ୪ ଜଣ କର୍ତ୍ତବ୍ୟରତ ସାମ୍ବାଦିକ। ବାଲିମେଳା ପୋଲିସ ୪ଜଣ ସାମ୍ବାଦିକଙ୍କୁ ଗିରଫ କରିଛି। ଗିରଫ ସାମ୍ବାଦିକ ମାନେ ହେଲେ ଜିତେନ୍ଦ୍ର ରାଉତ, ନାରାୟଣ ଦାସ, ବିକାଶ ପାଢ଼ୀ ଏବଂ ସତ୍ୟ ପାଢ଼ୀ।

ଏମାନେ ଆନ୍ଧ୍ରରୁ ପଞ୍ଜାବକୁ ଗଞ୍ଜେଇ ବୋଝେଇ କଣ୍ଟେନରକୁ ସୀମାପାର୍ କରାଇବାର ଦାୟିତ୍ୱ ନେଇଥିଲେ ବୋଲି ଅଭିଯୋଗ ହୋଇଛି। ଯେଉଁ କଣ୍ଟେନର୍‌ରେ ଥିଲା ୧୦ କ୍ୱିଣ୍ଟାଲ୍ ଗଂଜେଇ। ଏହି ବାବଦକୁ ସେମାନେ ୬୦ ହଜାର ଟଙ୍କା ନେଇଥିଲେ ବୋଲି ସୂଚନା ମିଳିଛି। ତେବେ ଚାଲାଣ ସମୟରେ ପାଟ୍ରୋଲିଂ କରୁଥିବା ପୁଲିସ କଣ୍ଟେନରକୁ ଧରିବା ସହ ଡ୍ରାଇଭରକୁ ଗିରଫ କରିବା ପରେ ସାମ୍ବାଦିକଙ୍କ ସଂପୃକ୍ତି ଥିବା ଜଣାପଡ଼ିଥିଲା ବୋଲି ପୁଲିସ କହିଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like