୪ କ୍ୟାଡର ମାଓବାଦୀ ନିହତ

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧର ଶିର୍ଲା ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ୪ ଜଣ କ୍ୟାଡର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ନିହତ ୪ ଜଣ କ୍ୟାଡର ମାଓବାଦୀ BGN ଡିଭିଜନ୍‌ର ସଦସ୍ୟ ବୋଲି କୁହାଯାଉଛି। ନିହତ ମାଓବାଦୀଙ୍କ ଉପରେ ସରକାର ପୁରସ୍କାର ଘୋଷଣା କରିଥିଲେ।

ଗୁଇନ୍ଦା ସୂଚନା ଆଧାରରେ ଆଜି ଭୋରରୁ ଡିଭିଏଫ୍ ଓ ଏସ୍ଓଜି ଯବାନ ମାଓବାଦୀଙ୍କ କ୍ୟାମ୍ପ ଉପରେ ମିଳିତ ଭାବେ ଚଢ଼ଉ କରିଥିଲେ। ଏହି ସମୟରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।

ଘଟଣାସ୍ଥଳରୁ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରାଯାଇ ଥିବାବେଳେ ଉକ୍ତ ଅଞ୍ଚଳରେ କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like