ମଧୁବାବୁ ପେନସନ୍‌ ହିତାଧିକାରୀଙ୍କ ପାଇଁ ଖୁସି ଖବର: ମିଳିବ ୪ ମାସର ଅଗ୍ରୀମ ଟଙ୍କା

ଭୁବନେଶ୍ୱର: ୪ ମାସର ଅଗ୍ରୀମ ମଧୁବାବୁ ପେନସନ୍ ଟଙ୍କା ପାଇବେ ହିତାଧିକାରୀ। ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ଟଙ୍କା ଆଗୁଆ ହିତାଧିକାରୀଙ୍କୁ ମିଳିବ।

ସେପ୍ଟେମ୍ବରରେ ଏକକାଳୀନ ୪ ମାସର ଟଙ୍କା ଦିଆଯିବାକୁ ନିଷ୍ପତ୍ତି ହୋଇଛି। ସାମାଜିକ ସୁରକ୍ଷା ଓ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡାଏ ନେଇ ସୂଚନା ଦେଇଛନ୍ତି।

କରୋନା ମହାମାରୀ ସମୟରେ କାମଧନ୍ଦା ମିଳୁ ନ ଥିବାବେଳେ ସରକାରଙ୍କ ଏପରି ଘୋଷଣା ହିତାଧିକାରୀଙ୍କୁ ଆଶ୍ୱସ୍ତ କରିଛି।

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like