ଆଉ ୩ କରୋନା ଯୋଦ୍ଧାଙ୍କୁ କରୋନା

ଗଞ୍ଜାମ: ଗଞ୍ଜାମରୁ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କରୋନା ଯୋଦ୍ଧା ଅଛନ୍ତି। ଏ ନେଇ ଗଞ୍ଜାମ ଜିଲ୍ଲାପାଳ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି।

ଚିକିଟିରୁ ୨ ଓ ସେରଗଡ଼ରୁ ଜଣେ କରୋନା ଯୋଦ୍ଧା ସଂକ୍ରମିତ ହୋଇଛନ୍ତି। ସେହିପରି ଅନ୍ୟ ଜଣେ ଆକ୍ରାନ୍ତ ସାନଖେମୁଣ୍ଡି ବ୍ଲକର।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like