କରୋନା ସହ ଚିନ୍ତା ବଢାଇଲା ଡେଙ୍ଗୁ, ୪୨ ଜଣ ଆକ୍ରାନ୍ତ

ରାୟଗଡ଼ା: ମହାମାରୀ କରୋନା କାୟା ଭିତରେ ରାୟଗଡ଼ା ଜିଲ୍ଲାରେ ଚିନ୍ତା ବଢ଼ାଇଛି ଡେଙ୍ଗୁ। ମୁନିଗୁଡ଼ା ବ୍ଲକ ସମେତ ବିଭିନ୍ନ ସ୍ଥାନରେ ରୋଗ ବ୍ୟାପିଥିଲେ ବି ଟିକରପଡ଼ାରେ ସଂଗୀନ ସ୍ଥିତି ସୃଷ୍ଟି କରିଛି। ଏହି ଗାଁରେ ଗତ ୧୧ରୁ ୨୯ ତାରିଖ ଭିତରେ ୪୨ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବାକି ଜିଲ୍ଲାର ଅନ୍ୟ ସ୍ଥାନମାନଙ୍କରୁ ୭ଟି ପଜିଟିଭ୍ ବାହାରିଥିବା ସ୍ୱାସ୍ଥ୍ୟ ବିଭାଗ କହିଛି।

ଏହି ଘଟଣା ପରେ କୋରାପୁଟ ମେଡିକାଲ କଲେଜରୁ ଏକ ବିଶେଷଜ୍ଞ ଟିମ୍ ଟିକରପଡ଼ା ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଗାଁରେ ପରିମଳ ବ୍ୟବସ୍ଥାକୁ ଅଧିକ ଧ୍ୟାନ ଦିଆଯିବା ସହ ଅସ୍ଥାୟୀ କ୍ୟାମ୍ପ ଖୋଲାଯାଇ ଚିକିତ୍ସା ଜାରି ରହିଛି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like