Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୦୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୬୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Corona Updates In Odisha:

ଚିହ୍ନଟ ନୂଆ ୪,୨୦୯ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୪୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୬୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୫,୫୫୦ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like