Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୨୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୮୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Corona Updates In Odisha:
ଚିହ୍ନଟ ନୂଆ ୪,୨୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୮୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୨,୫୪୮ରେ ପହଞ୍ଚିଛି।