Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Corona Updates In Odisha:

ଚିହ୍ନଟ ନୂଆ ୪,୨୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୮୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୨,୫୪୮ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

Coronavirus Odisha News: ୪ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ଦିନକରେ ଓଡ଼ିଶାରେ ୪,୨୪୧ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୪୭

Bhubaneswar Corona News: ୩୬୨ କରୋନା ପଜିଟିଭ ଚିହ୍ନଟ, ୨୮୬ ଲୋକାଲ୍‌ କେସ

Corona Update In Odisha: ୨୪ ଘଣ୍ଟାରେ ୪,୨୭୦ ପଜିଟିଭ୍‌ ଚିହ୍ନଟ

୨୪ ଘଣ୍ଟାରେ ଓଡ଼ିଶାରୁ ୩,୫୪୩ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

Corona Updates In Odisha: ଦିନକରେ ୩,୨୬୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୮୦୦ରୁ ଅଧିକ

Corona Updates In Odisha: ଦିନକରେ ଚିହ୍ନଟ ହେଲେ ୩,୨୧୯ କରୋନା ପଜିଟିଭ୍‌

୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ କରୋନା ଆକ୍ରାନ୍ତ‌ ଚିହ୍ନଟ

Corona Updates In Odisha: ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ

ଚାନ୍ଦବାଲି ବିଧାୟକଙ୍କୁ କରୋନା: Chandbali MLA Byomkesh Ray Tests Covid19 Positive

You might also like