ଦିନକରେ ଓଡ଼ିଶାରେ ୪,୨୪୧ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୪୭

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୨୪୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Corona Updates In Odisha:

ଚିହ୍ନଟ ନୂଆ ୪,୨୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୩୯ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

Coronavirus Odisha News: ୪ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

Corona Update In Odisha: ୨୪ ଘଣ୍ଟାରେ ୪,୨୭୦ ପଜିଟିଭ୍‌ ଚିହ୍ନଟ

୨୪ ଘଣ୍ଟାରେ ଓଡ଼ିଶାରୁ ୩,୫୪୩ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

Corona Updates In Odisha: ଦିନକରେ ୩,୨୬୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୮୦୦ରୁ ଅଧିକ

Corona Updates In Odisha: ଦିନକରେ ଚିହ୍ନଟ ହେଲେ ୩,୨୧୯ କରୋନା ପଜିଟିଭ୍‌

୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ କରୋନା ଆକ୍ରାନ୍ତ‌ ଚିହ୍ନଟ

Corona Updates In Odisha: ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ

ଚାନ୍ଦବାଲି ବିଧାୟକଙ୍କୁ କରୋନା: Chandbali MLA Byomkesh Ray Tests Covid19 Positive

ଓଡ଼ିଶାରେ ଦିନକରେ ୩,୬୮୨ କରୋନା ଆକ୍ରାନ୍ତ‌ ଚିହ୍ନଟ, ଚିନ୍ତା ବଢ଼ାଇଲା ଖୋର୍ଦ୍ଧା

Corona Updates in Odisha: ଓଡ଼ିଶାରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୩୭୧ କରୋନା ରୋଗୀ

You might also like