Corona Update In Odisha: ଦିନକରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୪୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Corona Updates In Odisha:

ଚିହ୍ନଟ ନୂଆ ୪,୨୪୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୩୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ରେ ପହଞ୍ଚିଛି।

 

You might also like