• translate
Rajalaxmi Sahoo

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୨୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Corona Updates In Odisha:

ଚିହ୍ନଟ ନୂଆ ୪,୨୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୭୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୯୨ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୮୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୨,୯୨୦ରେ ପହଞ୍ଚିଛି।

For More Coronavirus Odisha News Stay Updated With us.

Other Stories