Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୩୪୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୫୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Corona Updates In Odisha:

ଚିହ୍ନଟ ନୂଆ ୪,୩୪୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୮୨୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୬,୮୮୮ରେ ପହଞ୍ଚିଛି।

You might also like