ହୀରାକୁଦ ଡ୍ୟାମ୍‌ର ୪୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ର ଆଉ ୨ଟି ଗେଟ୍ ଖୋଲିଛି। ଏବେ ୪୬ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି।

ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଜଳ ପତ୍ତନ ୬୨୬.୨୭ ରହିଛି। ଡ୍ୟାମ୍‌କୁ ୮ ଲକ୍ଷ ୭୮ ହଜାର ୬୦୭ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି। ସେହିପରି ଡ୍ୟାମ୍‌ରୁ ୭ ଲକ୍ଷ ୫୭ ହଜାର ୭୯୬ କ୍ୟୁସେକ୍‌ ଜଳ ନିଷ୍କାସନ ହେଉଛି।

ଅନ୍ୟପକ୍ଷରେ, ମୁଣ୍ଡଳିରେ ୯ ଲକ୍ଷ ୪୮ ହଜାର ୯୦୫ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି।

ଆହୁରି ପଢ଼ନ୍ତୁ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

You might also like