ହୀରାକୁଦ ଡ୍ୟାମ୍ର ୪୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
ସମ୍ବଲପୁର: ହୀରାକୁଦ ଡ୍ୟାମ୍ର ଆଉ ୨ଟି ଗେଟ୍ ଖୋଲିଛି। ଏବେ ୪୬ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି। ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଜଳ ପତ୍ତନ ୬୨୬.୨୭ ରହିଛି। ଡ୍ୟାମ୍କୁ ୮ ଲକ୍ଷ ୭୮ ହଜାର ୬୦୭ କ୍ୟୁସେକ୍ ଜଳ ପ୍ରବେଶ କରୁଛି। ସେହିପରି ଡ୍ୟାମ୍ରୁ ୭ ଲକ୍ଷ ୫୭ ହଜାର ୭୯୬ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି। ଅନ୍ୟପକ୍ଷରେ, ମୁଣ୍ଡଳିରେ ୯ ଲକ୍ଷ ୪୮ ହଜାର ୯୦୫ କ୍ୟୁସେକ୍ […]
ସମ୍ବଲପୁର: ହୀରାକୁଦ ଡ୍ୟାମ୍ର ଆଉ ୨ଟି ଗେଟ୍ ଖୋଲିଛି। ଏବେ ୪୬ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି।
ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଜଳ ପତ୍ତନ ୬୨୬.୨୭ ରହିଛି। ଡ୍ୟାମ୍କୁ ୮ ଲକ୍ଷ ୭୮ ହଜାର ୬୦୭ କ୍ୟୁସେକ୍ ଜଳ ପ୍ରବେଶ କରୁଛି। ସେହିପରି ଡ୍ୟାମ୍ରୁ ୭ ଲକ୍ଷ ୫୭ ହଜାର ୭୯୬ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି।
ଅନ୍ୟପକ୍ଷରେ, ମୁଣ୍ଡଳିରେ ୯ ଲକ୍ଷ ୪୮ ହଜାର ୯୦୫ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି।