• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରେ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗୋଟିଏ ଦିନରେ ୪ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ନୂଆପଡ଼ାରୁ ସର୍ବାଧିକ ୨ ଜଣ ଥିବା ବେଳେ କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧ ହଜାର ୯୫୮କୁ ବୃଦ୍ଧି ପାଇଛି।

ଏପେଟ ଗୋଟିଏ ଦିନରେ ରାଜ୍ୟରେ ଚିହ୍ନଟ ନୂଆ କରୋନା ପଜିଟିଭ ମଧ୍ୟରୁ କ୍ୱାରେଣ୍ଟିନରୁ ୨ ହଜାର ୮୧୪ ଥିବା ବେଳେ ଲୋକାଲ କେସ ରହିଛି ୨ ହଜାର ୩୭। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୭୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସେହିପରି ସୁନ୍ଦରଗଡ଼ରୁ ୫୧୬, ନୂଆପଡ଼ା ୪୮୬, ବରଗଡ଼ ୩୧୮, କଟକ ୩୦୪, ଝାରସୁଗୁଡ଼ା ୨୯୦, ବଲାଙ୍ଗିର ୨୨୭, ପୁରୀ ୨୨୩, ନବରଙ୍ଗପୁର ୧୯୪, ସମ୍ବଲପୁରରୁ ୧୭୧ ଚିହ୍ନଟ ହୋଇଛନ୍ତି।

4851-more-corona-positive-identified-in-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories